Masthead

ନୂଆ ସଂସଦ ଭବନର ଶ୍ରୀଗଣେଶ, ପୁରୁଣା ସଂସଦ ଭବନ ସମ୍ବିଧାନ ସଦନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ନୂଆ ସଂସଦ ଭବନରେ କାର୍ଯ୍ୟ ଦିବସ ଆରମ୍ଭ ହୋଇଛି । ଏହା ପୂର୍ବରୁ ପୁରୁଣା ସଂସଦ ଭବନରେ ଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ସଂସଦର ସେଣ୍ଟ୍ରାଲ ହଲ ସାମ୍ନାରେ ଫଟୋ ସେସନ ପରେ ପୁରୁଣା ସଂସଦ ଭବନ ସେଣ୍ଟ୍ରାଲ ହଲରେ ସ୍ୱତନ୍ତ୍ର କାର୍ଯକ୍ରମ ଅନୁଷ୍ଠିତ ହୋଇଛି । ଗଣେଶ ଚତୁର୍ଥୀର ଶୁଭେଚ୍ଛା ଜଣାଇବା ସହ କାର୍ଯ୍ୟକ୍ରମକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ।

ଆଜି ନୂଆ ସଂସଦ ଭବନର ଶ୍ରୀ ଗଣେଶ । ଆଜି ଆମେ ବିକଶିକ ଭାରତର ସଂକଳ୍ପକୁ ରିପିଟ କରିବା ଓ ପୁଣିଥରେ ସଂକଳ୍ପ ବଦ୍ଧ ହେବା । ଏବଂ ଏହାକୁ ପରିପୂର୍ଣ୍ଣ କରିବାକୁ ନୂଆ ସଂସଦ ଭବନରେ ପ୍ରସ୍ଥାନ କରିବାକୁ ଯାଉଛୁ ବୋଲି ସମ୍ବୋଧନରେ କହିଛନ୍ତି ପ୍ରଧାନମନ୍ତ୍ରୀ । ଭାରତର ସ୍ୱପ୍ନକୁ ସାକାର କରିବାକୁ ସଦସ୍ୟଙ୍କୁ ଆହ୍ୱାନ କରିଛନ୍ତି ପ୍ରଧାନମନ୍ତ୍ରୀ । ଆଜିଠୁ ପୁରୁଣା ସଂସଦ ଭବନ ସମ୍ବିଧାନ ସଦନ ହେବାକୁ ପରାମର୍ଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ