Masthead

ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ; ମା’ଙ୍କ ପାଖରେ ଲାଗି ହେବ ନବାହ୍ନ

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ): ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଏଥିଲାଗି ଗାଁଠୁ ସହର ଚଳଚଞ୍ଚଳ। ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ଆଜି ଲାଗି ହେବ ନବାନ୍ନ। ନୂଆଁଖାଇ ପାଇଁ ଘରେ ଘରେ ଆରମ୍ଭ ହୋଇଗଲାଣି ପିଠାପଣା ପ୍ରସ୍ତୁତି । ଏହାପରେ ଘରେ ଘରେ ନୂଆ ଖାଇବେ ସମସ୍ତେ।

ନିର୍ଦ୍ଧାରିତ ଲଗ୍ନ ଅନୁସାରେ ପଶ୍ଚିମ ଓଡିଶାର ଇଷ୍ଟଦେବୀ ମାଁ ସମଲେଶ୍ୱରୀଙ୍କ ନିକଟରେ ସକାଳ ୧୦ଟା ୨୭ ରୁ ୧୦ଟା ୪୨ ମଧ୍ୟରେ ମାଙ୍କ ନିକଟରେ ନବାନ୍ନ ଲାଗି ହେବ । ଚାଷୀମାନେ ନିଜର ନୂଆ ଫସଲକୁ ଇଷ୍ଟ ଦେବାଦେବୀଙ୍କୁ ଅର୍ପଣ କରିଥାନ୍ତି । ନୂଆଁଲାଗି ସାରିବା ପରେ ପରିବାର ସହ ଏକାଠି ନୂଆଁଖାଇବେ ପଶ୍ଚିମ ଓଡ଼ିଶାବାସୀ । ପରେ ଜୁହାରଭେଟ୍ ତାପରେ ନୂଆଁଖାଇ ଭେଟଘାଟରେ ଦୁଲୁକିବ ଗାଁଠୁ ସହର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ