Masthead

ବନ୍ଦେ ଭାରତର ଦ୍ୱିତୀୟ ଟ୍ରାଏଲ୍‌ ରନ୍‌

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଆଜି ବନ୍ଦେ ଭାରତ ଏକ୍ସପ୍ରେସର ଦ୍ୱିତୀୟ ଟ୍ରାଏଲ ରନ୍ । ପୁରୀରୁ ରାଉରକେଲାକୁ ବନ୍ଦେ ଭାରତର ଟ୍ରାଏଲ ରନ୍ । ସକାଳ ୫ଟାରେ ପୁରୀରୁ ଟ୍ରାଏଲ ରନ୍ ଆରମ୍ଭ ହୋଇ ଦିନ ୧୨ଟା ୪୫ରେ ରାଉରକେଲା ଷ୍ଟେସନରେ ପହଞ୍ଚିବ ବନ୍ଦେ ଭାରତର । ଏହାପରେ ଅପରାହ୍ନ ୨ଟା ୧୦ରେ ରାଉଲକେଲାରୁ ବାହାରି ରାତି ୯ଟା ୪୦ରେ ପୁରୀରେ ପହଞ୍ଚିବ । ଟ୍ରାଏଲ ରନ ଅବସରରେ ବନ୍ଦେ ଭାରତ ଏକ୍ସପ୍ରେସ ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଢେଙ୍କାନାଳ, ଅନୁଗୁଳ, କେରଜାଙ୍ଗ, ସମ୍ବଲପୁର ସିଟି, ଝାରସୁଗୁଡା ଷ୍ଟେସନରେ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ