Masthead

ମହାନଦୀ ମୁହାଣରେ ବୋଟ ବୁଡି ଘଟଣା; ଏବେ ବି ୩ ମତ୍ସ୍ୟଜୀବୀ ନିଖୋଜ

ପାରାଦୀପ (ବଡ଼ ଖବର ବ୍ୟୁରୋ):  ପାରାଦୀପ ନେହେରୁବଙ୍ଗଳା ମହାନଦୀ ମୁହାଣରେ ବୋଟ ବୁଡି ଘଟଣାରେ ଏବେ ବି ନିଖୋଜ ଅଛନ୍ତି ୩ ମତ୍ସ୍ୟଜୀବୀ । ସକାଳୁ ସକାଳୁ କୋଷ୍ଟଗାର୍ଡର ହେଲିକପ୍ଟର ଓ ଜାହାଜ ସର୍ଚ୍ଚ ଅପରେସନରେ ସାମିଲ । ମତ୍ସ୍ୟଜୀବୀଙ୍କ ପାଖାପାଖି ୫ ଟି ବୋଟ ମଧ୍ୟ ସର୍ଚ୍ଚ ଅପରେଶନରେ ସାମିଲ ହୋଇଛି । ଗତକାଲି ସମୁଦ୍ରକୁ ଯାଉଥିବା ମା ବାସୁଳେଇ-୨ ନାମକ ବୋଟ ଅତ୍ୟଧିକ ଢେଉ ଯୋଗୁ ମୁହାଣରେ ବୁଡିଯାଇଥିଲା।

ସେଥିରେ ୮ଜଣ ମତ୍ସ୍ୟଜୀବୀ ଥିବାବେଳେ, ଗତକାଲି ୫ ଜଣ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରାଯାଇଛି। ଏବେବି ତିନିଜଣ ମତ୍ସ୍ୟଜୀବୀ ନିଖୋଜ ଅଛନ୍ତି। ସମୁଦ୍ର ଅଶାନ୍ତ ଥିବା ବେଳେ ଅତ୍ୟଧିକ ଉଚ୍ଚ ଢେଉ ଓ ଅନ୍ଧାର ଯୋଗୁ ରାତିରେ ମତ୍ସ୍ୟଜୀବୀଙ୍କୁ ଖୋଜିବା ସମ୍ଭବ ହୋଇନଥିଲା। ଆଜି ସକାଳୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି