ବର୍ଷାରେ ବେହାଲ ଆସିକା ସହର

ଆସ୍କା(ବଡ଼ ଖବର ବ୍ୟୁରୋ): ଉତ୍ତର ପଶ୍ଚିମ କେନ୍ଦ୍ରୀୟ ବଙ୍ଗେ।।ପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଲଘୁଚାପରେ ପରିଣତ ହୋଇଛି । ଏଥିପାଇଁ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ଏହି ବର୍ଷା ଯୋଗୁଁ ଆସିକା ସହର ସମେତ ଏହାର ଆଖପାଖ ଅଞ୍ଚଳରେ ବର୍ଷା ଓ ଘଡଘଡି ହୋଇଛି । ଜନଜୀବନ ଅସ୍ତଵ୍ୟସ୍ତ ହୋଇପଡିଥିବା ବେଳେ ରାସ୍ତା ଜନ ଶୂନ୍ୟ ଦେଖାଦେଇଛି ।

ଏଥିରେ ଛୋଟ ଛୋଟ ବ୍ୟବସାୟୀଠାରୁ ଆରମ୍ଭ କରି ସମସ୍ତ ଅନୁଷ୍ଠାନ ବନ୍ଦ ରହିଛି । ଛାତ୍ରଛାତ୍ରୀ ସ୍କୁଲ ଓ ଟିୟୁସନ ଯିବାରେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଦୈନନ୍ଦିନ ମଜୁରିଆ ମାନେ କାମକୁ ଯାଇପାରି ନଥିବା ବେଳେ ବର୍ଷା ଯୋଗୁଁ ହଇରାଣ ହରକତ ସମ୍ମୁଖୀନ ହୋଇଥିବା ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ