Masthead

ବାଲୁକାକଳାରେ ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ(ବଡ଼ ଖବର ବ୍ୟୁରୋ):ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ପାଇଁ ଚଳଚଞ୍ଚଳ ସମଗ୍ର ପଶ୍ଚିମ ଓଡିଶା । ସମସ୍ତେ ମିଳିମିଶି ଆନନ୍ଦ, ଉଲ୍ଲାସରେ ଏହି ପର୍ବ ପାଳନ କରୁଛନ୍ତି । ନୂଆଁଖାଇ ଭେଟଘାଟରେ ଦୁଲୁକୁଛି ପୁରା ପଶ୍ଚମି ଓଡିଶା । ଏକତା ଓ ମୈତ୍ରୀର ଏହି ପର୍ବକୁ ପାଳନ କରୁଛି ସମଗ୍ର ପଶ୍ଚିମ ଓଡିଶା । ଚାଷ ଓ ଚାଷୀର ଏହି ପର୍ବ ନୂଆଁଖାଇ । ଏହି ଅବସରରେ ପଶ୍ଚିମ ଓଡିଶାବାସୀଙ୍କୁ ବାଲୁକାକଳା ମାଧ୍ୟମରେ ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ନୀଳାଦ୍ରୀ ବିଚରେ ବାଳୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏହି ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି