Masthead

ନାମାଙ୍କନ ଭରିଲେ ପ୍ରମିଳା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ନାମାଙ୍କନ ଭରିଲେ ପ୍ରମିଳା ମଲ୍ଲିକ । ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଲେ ପ୍ରମିଳା ମଲ୍ଲିକ । ବିଜେଡି ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ପ୍ରମିଳା । ବିଧାନସଭା ସଚିବଙ୍କ ନିକଟରେ ଦାଖଲ କଲେ ନାମାଙ୍କନ ପତ୍ର । ନାମାଙ୍କନ ଦାଖଲ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଲେ ପ୍ରମିଳା । ପ୍ରମିଳାଙ୍କ ପ୍ରସ୍ତାବକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହୋଇଥିବାବେଳେ ସମର୍ଥକ ହୋଇଛନ୍ତି ନିରଞ୍ଜନ ପୂଜାରୀ । ଆସନ୍ତାକାଲି ସକାଳ ସାଢେ ୯ଟାରେ ବାଚସ୍ପତି ନିର୍ବାଚନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ