Masthead

ପାଣିଟପରେ ଜଗନ୍ନାଥ

ସୋର(ବଡ଼ ଖବର ବ୍ୟୁରୋ): ବାହାନଗା ବ୍ଲକ ଦାଣ୍ଡହରିପୁର ପଂଚାୟତ ଆରୁହା ଗ୍ରାମରେ ଦେଖିବାକୁ ମିଳିଛି ଏକ ଆଶ୍ଚର୍ଯ୍ୟକର ଘଟଣା । ଆରୁହା ଗ୍ରାମରେ କୃଷ୍ଣଚନ୍ଦ୍ର ଧଳଙ୍କ ଘରେ ଆଜି ଏକ ପାଣି ଟପରେ ଜଗନ୍ନାଥଙ୍କ ପ୍ରତିଛବି ଦେଖିବାକୁ ମିଳିଥିଲା । ପରେ ଗ୍ରାମର ଲୋକେ ଏହା ଦେଖିବାକୁ ଭିଡ଼ ଲଗାଇ ଥିଲେ । ପରିବାର ପକ୍ଷରୁ କହିବା ମୁତାବକ ଏକ ପାଣି ଟପରେ ଜଗନ୍ନାଥଙ୍କ ପ୍ରତିଛବି ଦେଖା ଦେଇଥିଲା ।

 

ଏହାଏକ ଭ୍ରମ ବୋଲି ଭାବି ଟପରେ ଥିବା ପାଣିକୁ ଫିଙ୍ଗି ଦେଇ ଥିଲେ । ପରେ ପରିବାର ଜଣେ ମହିଳାଙ୍କ ଅବସ୍ଥା ଗୁରୁତର ହୋଇ ଅଚେତ ହୋଇ ତଳେ ପଡ଼ିଯାଇ ଥିଲେ । ପରେ ପରିବାର ଲୋକେ ସବୁକଥା ଜାଣିବା ପରେ ସେହି ଟପରେ ପାଣି ପୁରାଇ ଦେଇ ଥିଲେ। ପୁଣି ସେହି ଚିତ୍ର ସାମ୍ନାକୁ ଆସିଥିଲା । ସେଠାରେ ଏକ ଆଧ୍ୟାତ୍ମିକ ଭାବ ସୃଷ୍ଟି ହୋଇ ଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ