Masthead

ସୌମ୍ୟ, ସୁଧାଂଶୁ ବିଜେଡିରୁ ବିଦା

ଭୁବନେଶ୍ୱର(ବଡ଼ଖବର ବ୍ୟୁରୋ): ବିଜେଡିରୁ ବହିଷ୍କୃତ ହେଲେ ଦୁଇ ବିଧାୟକ । ବିଜେଡିରୁ ବିଦାହେଲେ ସୌମ୍ୟ ରଞ୍ଚନ ପଟ୍ଟନାୟକ ଓ ସୁଧାଂଶୁ ଶେଖର ପରିଡା । ବହିଷ୍କାର କଲେ ବିଜେଡି ସୁପ୍ରିମୋ ।

ଖଣ୍ଡପଡା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଓ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା ବିଜେଡିରୁ ବହିଷ୍କୃତ ହେଲେ । ୨ ବିଧାୟକଙ୍କୁ ବହିଷ୍କୃତ ଘୋଷଣା କଲେ ସଭାପତି ନବୀନ ପଟ୍ଟନାୟକ । ଜନବିରୋଧି କାର୍ଯ୍ୟ ପାଇଁ ହେଲେ ବହିଷ୍କୃତ । ବହିଷ୍କୃତ ନେଇ ସୂଚନା ଦେଳେ ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ