Masthead

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା

ଶେରଗଡ(ବଡ଼ ଖବର ବ୍ୟୁରୋ): ଶେରଗଡ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା । ଏମିତି ଏକ ଚଞ୍ଚଲ୍ୟକର ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଶେରଗଡ଼ ଥାନା ଅନ୍ତର୍ଗତ ବରମୁଣ୍ଡଳୀ ପଂଚାୟତ ଲଷ୍ମୀନୃସିଂହପୁର ଗ୍ରାମରେ ।

ସୂଚନା ଅନୁସାରେ ଲଷ୍ମୀନୃସିଂହପୁର ଗ୍ରାମର ଡମ୍ବ ଗୌଡ଼ଙ୍କ ପୁଅ ସୂର‌୍ୟ୍ୟ ଗୌଡ଼ ବୟସ (୩୫)କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି ମୃତକଙ୍କ ମା’ ଝୁନୁ ଗୌଡ଼ । ଘଟଣାସ୍ଥଳରେ ଶେରଗଡ଼ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଦିନକୁ ଦିନ ଶେରଗଡ଼ ଅଂଚଳରେ ହତ୍ୟାର ସଂଖ୍ୟା ବଢ଼ିବାରେ ଲାଗିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ