Masthead

କାଲିଠୁ ବିଧାନସଭା ମୌସୁମୀ ଅଧିବେଶନ, ସୁରକ୍ଷାରେ ୩୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭା ମୌସୁମି ଅଧିବେଶନ ।ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ।ଅଧିବେଶନ ପାଇଁ ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥା ରେ ରହିଛି ବିଧାନସଭା । ବିଧନସଭା ଭିତରେ ଓ ବାହାରେ କଡ଼ା ସୁରକ୍ଷା ରହିଛି । ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି ଡିଜିପି ସୁନୀଲ ବଂଶଲ ।

 

ଭୁବନେଶ୍ୱର ଡିସିପିଙ୍କ ତତ୍ତ୍ୱାବଧାନରେ ବିଧାନସଭା ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବେ ୬ ଅତିରିକ୍ତ ଡିଏସପି, ୧୯ ଏସିପି ଓ ୭୫ ଜଣ ଏସଆଇ । ଏହା ସହ ମୁତୟନ ହେବେ ୩୦ ପ୍ଲାଟୁନ ପୋଲିସ ଫୋର୍ସ । ଟପ ସୁରକ୍ଷା ସହ ସିସିଟିଭି ନଜରରେ ରହିବ ବିଧାନସଭା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା