Masthead

ବିଧାନସଭା ଘେରିଲା ‘ମୋ ଦଳ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ଘେରିଲା ‘ମୋ ଦଳ’ । ରାଜ୍ୟରେ ଶାସନ ବ୍ୟବସ୍ଥାକୁ ‘ମୋ ଦଳ’ ପକ୍ଷରୁ ବିରୋଧ। ଦଳର ନେତା ଅକ୍ଷୟ କୁମାରଙ୍କ ନେତୃତ୍ୱରେ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ । ବିଧାନସଭା ମଧ୍ୟକୁ ଧସେଇ ପଶିବାକୁ ଉଦ୍ୟମ ବେଳେ ପୋଲିସ୍‌ ସହ ଧସ୍ତାଧସ୍ତି । ମୌସୁମୀ ଅଧିବେଶନର କିଛି ଘଣ୍ଟା ପୂର୍ବରୁ ରାଜଧାନୀରେ ବିକ୍ଷୋଭ । ସଚିବ ବିଧାନସଭା ଚଳାନ୍ତୁ ନେତା, ମନ୍ତ୍ରୀ ଘରକୁ ଯାଆନ୍ତୁ ନାରା ଦେଲେ କର୍ମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା