Masthead

ଲୋକସଭା ପରେ ରାଜ୍ୟ ସଭାରେ ପାରିତ ହେଲା ମହିଳା ସଂରକ୍ଷଣ ବିଲ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଲୋକସଭା ପରେ ରାଜ୍ୟସଭା ପରେ ପାରିତ ହେଲା ମହିଳା ସଂରକ୍ଷଣ ବିଲ୍ । ରାଷ୍ଟ୍ରପତିଙ୍କ ଅନୁମୋଦନକୁ ଅପେକ୍ଷା । ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ପୂର୍ଣ୍ଣ ସମର୍ଥନ । ରାଜ୍ୟସଭାରେ ବିଲ୍ ସପକ୍ଷରେ ୨୧୫ ଭୋଟ୍ । ଏବେ ରାଷ୍ଟ୍ରପତିଙ୍କ ନିକଟକୁ ପଠାଯିବ ବିଲ୍ । ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଏହା ଆଇନରେ ପରିଣତ ହେବ । ମହିଳାଙ୍କ ଆତ୍ମବିଶ୍ୱାସ ବଢାଇବାକୁ ଏହି ବିଲ୍ ବାଟ କଢାଇବ ବୋଲି ପ୍ରଧାନମନ୍ତ୍ରୀ ମୋଦି କହଛନ୍ତି ।

ଏହି ବିଲ୍ ପାସ୍ ହେବା ପରେ ମହିଳା ସାଂସଦମାନେ ପରସ୍ପରକୁ ମିଠା ଖୁଆଇ ସେଲିବ୍ରେସନ କରିଛନ୍ତି। ମଧ୍ୟରାତ୍ରରେ ମହିଳା ସାଂସଦମାନେ ଏକାଠି ହୋଇ ସେଲିବ୍ରେସନ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ବିଲ୍ ଉପରେ ବିତର୍କ ବେଳେ ବିଜେପି କଂଗ୍ରେସ ମୁହାଁମୁହିଁ ହୋଇଥିଲେ । ବିରୋଧୀଙ୍କ ଦାବି ଥିଲା ଯେ, ମହିଳାଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣ ଥିବା ଏହି ବିଲ୍‌ରେ ଓବିସି ଓ ଏସ୍‌ସି-ଏସ୍‌ଟି ବର୍ଗଙ୍କୁ ବି ସାମିଲ କରାଯାଉ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ