Masthead

ମହିଳା ସଂରକ୍ଷଣ ବିଲ ପାରିତ ହେବା ପରେ ନିଜର ଖୁସି ବ୍ୟକ୍ତ କରିଛନ୍ତି ସ୍ମୃତି ଇରାନୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ସଂସଦରେ ମହିଳା ସଂରକ୍ଷଣ ବିଲ ପାରିତ ହେବା ପରେ ନିଜର ଖୁସି ବ୍ୟକ୍ତ କରିଛନ୍ତି ସ୍ମୃତି ଇରାନୀ । ବିଲ ପାରିତ ହେବା ପରେ ସେ ପ୍ରଧାନ ମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ପ୍ରଶଂସା କରିଛନ୍ତି ।ଏଭଳି ଏକ ଐତିହାସିକ ମୂହୁର୍ତ୍ତ ପାଇଁ ସେ ସମସ୍ତଙ୍କୁ ପ୍ରଶଂଶା କରିଥିଲେ । ଏହି ନିୟମକୁ ଦିର୍ଘ ଦିନ ଧରି ଦାବି କରାଯାଉଥିଲା ।

ଶେଷରେ ଏହା ସଂସଦରେ ପାରିତ ହେବା ପରେ ସେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରିବା ସହ କହିଛନ୍ତି, ମୋଦି ଅଛନ୍ତି ବୋଲି ଏହା ସଫଳ ହୋଇପାରିଛି । ଏହା କେବଳ ଏକ କହାଣୀ ନୁହେଁ ଏହା ହେଉଛି ଏକ ସତ କଥା । ପ୍ରଧାନ ମନ୍ତ୍ରୀ ପୁଣି ଥରେ ଏହାକୁ ପ୍ରମାଣ କରିଦେଖେଇଛନ୍ତି । ତେବେ ଏହି ମହିଳା ସଂରକ୍ଷଣ ବିଲକୁ କେହି ବିରୋଧ କରିନାହାଁନ୍ତିି । ରାଜ୍ୟସଭାରେ ଏହି ବିଲକୁ ସମର୍ଥନ କରି ୨୧୪ ଭୋଟ ଦିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼