Masthead

ବସିଲା ବିଜେଡିର ବିଧାୟକ ଦଳ ବୈଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବସିଲା ବିଜେଡିର ବିଧାୟକ ଦଳ ବୈଠକ। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ। ବିରୋଧୀଙ୍କ ପ୍ରସଙ୍ଗକୁ ଜବାବ । ସରକାରଙ୍କ ଯୋଜନା ଗୃହରେ ଅନେକ ପ୍ରସଙ୍ଗକୁ ନେଇ ଚାଲିଛି ଆଲୋଚନା ।

ବିଧାନସଭାର ୫୪ନଂ ପ୍ରକୋଷ୍ଠରେ ଚାଲିଛି ବୈଠକ । ବିଧାନସଭା ଅଧିବେଶନ ପୂର୍ବରୁ ଅନୁଷ୍ଠିତ ହେଲା ବିଜେଡି ବିଧାୟକ ଦଳ ବୈଠକ । ବିରୋଧୀଙ୍କୁ ମୁକାବିଲା କରିବାକୁ ବୈଠକରେ ରଣନୀତି । ରାଜ୍ୟର ବିକାଶ ଓ କେନ୍ଦ୍ରର ଅବହେଳା ପ୍ରସଙ୍ଗ ଉଠାଇବ ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ