Masthead

ଦିବଂଗତ ନେତାଙ୍କ ପାଇଁ ଶୋକ, ୫ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆରମ୍ଭ ହୋଇଥିଲା ବିଧାନସଭାର ମୌସୁମୀ ଅଧିବେଶନ । ଏହାପରେ ଦିବଂଗତ ନେତାଙ୍କ ଉଦ୍ଦେଶ୍ୟରେ ଶେକ ପ୍ରସ୍ତାବ ଆଗତ ହୋଇଥିଲା । ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିରୋଧୀ ଦଳ ନେତା ମଧ୍ୟ ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ । ଶୋକ ପ୍ରସ୍ତାବ ପରେ ଗୃହକୁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି । ଏବେ ଅପରାହ୍ନ ୫ଟା ଯାଏଁ ମୁଲତବି ରହିବ ଗୃହ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’?