Masthead

ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଅଙ୍ଗନବାଡି କର୍ମୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜଧାନୀରେ ଗର୍ଜିଛନ୍ତି ଅଙ୍ଗନବାଡି କର୍ମୀ । ୧୦ ଦଫା ଦାବି ନେଇ ଅଙ୍ଗନବାଡି କର୍ମୀ ଆନ୍ଦୋଳନ କରିଛନ୍ତି । ସରାକରୀ କର୍ମଚାରୀର ମାନ୍ୟତା ଦାବି । ମାସିକ ଦରମା ୧୮ ହଜାର ଟଙ୍କା ଦବାକୁ ଦାବି । ଅଙ୍ଗନବାଡି ସହାୟକାଙ୍କୁ ୯ ହଜାର ଟଙ୍କା ଦରମା ଦେବାକୁ ଦାବି ହୋଇଛି ।

ଏହାସହ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଗ୍ରାଚ୍ୟୁଇଟି ଦବାକୁ ମଧ୍ୟ ଦାବି କରାଯାଇଛି । ଅବସରକାଳୀନ ସହାୟତା ଓ ୫ ହଜାର ପେନସନ ଦାବି କରିଛନ୍ତି ଅଙ୍ଗନବାଡିକର୍ମୀ । ଗ୍ରୀଷ୍ମ ଛୁଟି ପ୍ରଦାନ କରିବାକୁ ଦାବି କରିଛନ୍ତି । ଏହିସବୁ ଦାବି ନେଇ ରାଜଧାନୀ ରାଜରାସ୍ତାରେ ଗର୍ଜିଛନ୍ତି ଅଙ୍ଗନବାଡି କର୍ମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ