Masthead

କୃଷି ସମବାୟ ସମିତି କାର୍ଯ୍ୟାଳୟ ଘେରିଲେ ଚାଷୀ

ବିଂଝାରପୁର(ବଡ଼ ଖବର ବ୍ୟୁରୋ) ; ଜରୀ କୃଷି ସମବାୟ ସମିତିରେ ହୋଇଛି ବ୍ୟାପକ ଅନିୟମିତତା । ଯାହାକୁ ନେଇ ଆଜି କୃଷି ସମବାୟ ସମିତି କାର୍ୟ୍ୟାଳୟକୁ ଘେରିଲେ ପ୍ରାୟ ଶତାଧିକ ଚାଷୀ. । ଏଭଳି ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରୀ କୃଷି ସମବାୟ ସମିତିରେ । ସୂଚନା ଅନୁଯାୟୀ ଗତ ବର୍ଷର ବୀମା ରାଶି ଏ ପର୍ୟ୍ୟନ୍ତ ଚାଷୀଙ୍କୁ ମିଳିପାରିନାହିଁ ।

ତାହା ଛଡା ଚାଷୀମାନଙ୍କ ପାଇଁ ସରକାର ଦେଉଥିବା ରାସାୟନିକସାର ବି ଚାଷୀମାନଙ୍କୁ ଦିଆଯାଇ ନାହିଁ । ଯାହାକୁ ପ୍ରତିବାଦ କରି ଜରୀ ଅଂଚଳର ପ୍ରାୟ ଶତାଧିକ ଚାଷୀ ଆଜି ଜରୀ କୃଷି ସମବାୟ ସମିତି କାର୍ୟ୍ୟାଳୟକୁ ଘେରିବା ସହ ବିକ୍ଷୋଭ ପଦର୍ଶନ କରିଥିଲେ । ସେମାନଙ୍କ ଦାବି ଅନୁଯାୟୀ ଯଥା ଶୀଘ୍ର ସେମାନଙ୍କୁ ସେମାନଙ୍କର ବୀମା ରାଶି ପ୍ରଦାନ କରାଯିଵା ସହ ଆସିଥିବା ସାର ଯୋଗାଇ ଦିଆଯାଉ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା