Masthead

ଆଜି ସନ୍ଧ୍ୟାରେ ପ୍ରାଥମିକ ଶିକ୍ଷକ ସଂଘ ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ମଧ୍ୟରେ ହେବ ଆଲୋଚନା

ଦାବି ପୂରଣ ନହେଲେ ୨୬ ତାରିଖରେ ମହାସମାବେଶ ଚେତାବନୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ବାହାରିବ ବାଟ । ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ-ଶିକ୍ଷକ ସଂଘ ଆଲୋଚନା ହେବ । ସମସ୍ୟା ସମାଧାନ ପାଇଁ ଆଜି ସନ୍ଧ୍ୟା ୫ଟାରେ ହେବ ଆଲୋଚନା । ଏହି ଆଲୋଚନା ମୁଖ୍ୟମନ୍ତ୍ରିଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅନୁଷ୍ଠିତ ହେବ । ଆଲୋଚନାରେ ଯୋଗଦେବା ପାଇଁ ୮ଟି ଶିକ୍ଷକ ସଙ୍ଗଠନ ସହମତି ପ୍ରକାଶ କରିଛନ୍ତି ବୋଲି ନିଖିଳ ଉକ୍ରଳ ପ୍ରାଥମିକ ଶିକ୍ଷକ ଫେଡେରେସନର ମହାସଚିବ ଚାରୁଲତା ମହାପାତ୍ର ସୂଚନା ଦେଇଛନ୍ତି । କଳା ଓ କ୍ରୀଡ଼ା ଶିକ୍ଷକଙ୍କ ସଂଘର ପ୍ରତିନିଧି ମଧ୍ୟ ରହିବେ ବୋଲି ଚାରୁଲତା କହିଛନ୍ତି । ନିଖିଳ ଉକ୍ରଳ ପ୍ରାଥମିକ ଶିକ୍ଷକ ଫେଡେରେସନ ପକ୍ଷରୁ ଡକରା ଦିଆଯାଇଥିବା ଆନେ୍ଦାଳନ ୧୮ ତାରିଖରୁ ସ୍ଥଗିତ ରହିଛି । ତେବେ ରାଜ୍ୟର ପ୍ରାଥମିକ ଶିକ୍ଷକମାନଙ୍କ ଆନେ୍ଦାଳନ ଯୋଗୁଁ ପିଲାମାନଙ୍କ ପାଠପଢା ଠପ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା