Masthead

ସ୍କୁଲ ପିଅନ ଦ୍ୱାରା ଦୁଷ୍କର୍ମର ଶିକାର ହେଲା ୩ୟ ଶ୍ରେଣୀର ଛାତ୍ରୀ

ରାୟଗଡା(ବଡ଼ ଖବର ବ୍ୟୁରୋ):  ୩ୟ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଅଭିଯୁକ୍ତ ପିଅନକୁ ଉଠାଇ ନେଲା ପୋଲିସ । ଗାଡ଼ି ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ । ଗାଁରେ ଉତ୍ତେଜନା । ଏଭଳି ଘଟଣା ଘଟିଛି ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକର ଡଙ୍ଗାସିଲ ବାଳିକା ସେବାଶ୍ରମରେ । ବିଦ୍ୟାଳୟ ଛୁଟି ପରେ ମୁଖ୍ୟ ଫାଟକକୁ ବନ୍ଦ କରି ନିଜ ରୁମରେ ବନ୍ଦ କରି ନାବାଳିକାକୁ ଦେଇଛି ନିର୍ଯାତନା।

 

ସବୁଦିନ ଭଳି ମଧ୍ୟାହ୍ନରେ ଛାତ୍ରୀ ନିଜ ଘରକୁ ଆସି ବିଦ୍ୟାଳୟକୁ ଯାଇଥିଲେ । ତେବେ ଅପରାହ୍ନରେ ସବୁ ଛାତ୍ରୀ ଯିବାବେଳେ ନାବାଳିକାକୁ ପିଅନ ଅଟକାଇଥିଲେ । ଝିଅର କାନ୍ଦିବା ସ୍ୱର ଶୁଣି ତାକୁ ଉଦ୍ଧାର କରାଯାଇଥିଲା । ପରେ ରାୟଗଡ଼ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ