Masthead

ଲୋକ ଲଜ୍ଜାରୁ ବଞ୍ଚିବା ପାଇଁ ବିଷ ପିଇଲେ ଦୁଷ୍କର୍ମ ପୀଡ଼ିତା

ବାଲେଶ୍ବର (ବଡ଼ ଖବର ବ୍ୟୁରୋ): ଲୋକ ଲଜ୍ଜାରୁ ବଞ୍ଚିବା ପାଇଁ ବିଷ ପିଇଲେ ଦୁଷ୍କର୍ମ ପୀଡ଼ିତା । ବିଶ୍ୱାସ ଜମାଇ ବୁଲିବା ବାହାନାରେ ଘରୁ ଡାକିନେଇଥରଲେ ପେମିକ । ପ୍ରେମିକାକୁ ହୋଟେଲ ନେଇ ଗଣଦୁଷ୍କର୍ମ କରିଥିଲେ ପ୍ରେମିକ ।

ଏଭଳି ଘଟଣା ଘଟିଛି ବାଲେଶ୍ବର ଚାନ୍ଦିପୁରରରେ । ପୀ ଡ଼ିତାଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାକୁ ନେଇ ଗୋଲ୍ଡେନ ହୋଟେଲ ମ୍ୟାନେଜର ସମେତ ୩ ଜଣକୁ ଅଟକ ରଖିଛି ବାଲେଶ୍ବର ସଦର ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ