Masthead

ଦିନିକିଆ ବିଶ୍ବକପ ପାଇଁ ପୁରସ୍କାର ରାଶି ଘୋଷଣା କଲା ଆଇସିସି, ବିଜେତା ଟିମକୁ ୩୩ କୋଟି ପୁରସ୍କାର ରାଶି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅକ୍ଟୋବର ୫ରୁ ଆରମ୍ଭ ହେବ ଆଇସିସି ଦିନିକିଆ ବିଶ୍ୱକପର ୧୩ ତମ ସଂସ୍କରଣ ।ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ଆସନ୍ତାମାସରେ ଆରମ୍ଭ ହେବାକୁଥିବା ଟୁର୍ନାମେଣ୍ଟରେ ଖେଳାଯିବାକୁଥିବା ସମସ୍ତ ୪୮ଟି ମ୍ୟାଚ ପାଇଁ ପୁରସ୍କାର ରାଶି ଘୋଷଣା କରାଯାଇଛି। ଆଗାମୀ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ବିଶ୍ୱକପ୍‌ର ବିଜେତାକୁ ମିଳିବ ୪ ନିୟୁତ ଆମେରିକୀୟ ଡଲାର (ପ୍ରାୟ ୩୩ କୋଟି ଟଙ୍କା) ଏବଂ ରନରଅପ୍‌ ପାଇବ ୨ ନିୟୁତ ଡଲାର (ପ୍ରାୟ ୧୬ କୋଟି ଟଙ୍କା)।

ତଦନୁସାରେ ଦୁଇ ପରାଜିତ ସେମିଫାଇନାଲିଷ୍ଟ ପ୍ରତ୍ୟେକେ ୮୦୦,୦୦୦ ଆମେରିକୀୟ ଡଲାର (ପ୍ରାୟ ୬ କୋଟି ଟଙ୍କା) ଲେଖାଏ ପାଇବେ। ଅନ୍ୟ ଯେଉଁ ୬ଟି ଦଳ ନକ୍‌ଆଉଟ ପର୍ୟ୍ୟାୟକୁ ଉନ୍ନୀତ ହୋଇପାରିବେ ନାହିଁ ସେମାନେ ପ୍ରତ୍ୟେକ ୧୦୦,୦୦୦ ଡଲାର (ପ୍ରାୟ ୮୨ ଲକ୍ଷ ଟଙ୍କା), ପ୍ରତ୍ୟେକ ଗ୍ରୁପ୍‌ ପର୍ୟ୍ୟାୟ ମ୍ୟାଚର ବିଜେତା ପ୍ରୋତ୍ସାହନମୂଳକ ୪୦,୦୦୦ ଡଲାର (୩୩ ଲକ୍ଷ ଟଙ୍କା) ଲେଖାଏଁ ପାଇବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼