Masthead

ଆଜିଠୁ ମଣିପୁରରେ ସର୍ବସାଧାରଣଙ୍କ ପାଇଁ ଇଣ୍ଟରନେଟ୍‌ ସେବା ଆରମ୍ଭ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠାରୁ ମଣିପୁରରେ ଇଣ୍ଟରନେଟ ପ୍ରତିବନ୍ଧକ ହଟାଯିବ ବୋଲି ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂ ଘୋଷଣା କରିଛନ୍ତି। ମେ ୧ ତାରିଖରେ  ପ୍ରଥମେ ଜାତିଗତ ସଂଘର୍ଷ ଆରମ୍ଭ ହେବା ପରେ ମଣିପୁରର କେତେକ ଜିଲ୍ଲାରେ ଇଣ୍ଟରନେଟ୍ ସେବା ଉପରେ ରାଜ୍ୟ ସରକାର ଏକ ପ୍ରତିବନ୍ଧକ ଲଗାଇଥିଲେ। ଗୁଜବ ଏବଂ ଭିଡିଓ, ଫଟୋ ଏବଂ ବାର୍ତ୍ତା ବିସ୍ତାରକୁ ରୋକିବା ପାଇଁ ଏକ ସତର୍କତାମୂଳକ ପଦକ୍ଷେପ ଭାବରେ ଏହା ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ପ୍ରଭାବ ପକାଇପାରେ ବୋଲି ରାଜ୍ୟ ସରକାର ଇଣ୍ଟରନେଟ୍ ଉପରେ ପ୍ରତିବନ୍ଧକ ଲାଗାଇଥିଲେ । କିନ୍ତୁ ଆଜିଠାରୁ ଇଣ୍ଟରନେଟ୍ ଉପରେ ପ୍ରତିବନ୍ଧକ ହଟାଯିବ ବୋଲି ମଣିପୁର ମୁଖ୍ୟମନ୍ତ୍ରୀ ନ ବିରେନ ସିଂ ଇମ୍ଫାଲରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ