Masthead

ଜୋର ଧରିଲା ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ଦାବି, ମିଳିତ କ୍ରିୟାନୁଷ୍ଠାନ କମିଟିର ୧୨ ଘଣ୍ଟିଆ ଅବରୋଧ

କେନ୍ଦ୍ରପଡ଼ା(ବଡ଼ ଖବର ବ୍ୟୁରୋ): ଜୋର ଧରିଲା କେନ୍ଦ୍ରପଡ଼ା ମେଡିକାଲ କଲେଜ ପ୍ରତିଷ୍ଠା ଦାବି । ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ । ଦୁହୁରିଆ ଛକରେ ରାସ୍ତା ଅବରୋଧ । ଆନ୍ଦୋଳନକୁ କଂଗ୍ରେସ, ବିଜେପି, କମ୍ୟୁନିଷ୍ଟ ପାର୍ଟିର ସମର୍ଥନ । କଟକ -ଚାନ୍ଦବାଲି ରାସ୍ତାର ଦୁହୁରିଆ ଛକଠାରେ ରାଜ୍ୟ ରାଜପଥ ଓ ଦୈତାରୀ- ପାରାଦୀପ୍ ଜାତୀୟ ରାଜପଥ ଅବରୋଧ କରା ଯାଇଛି । ଶତାଧିକ ଆନ୍ଦୋଳନକାରୀ ରାସ୍ତା ଉପରେ ବସି ରହି ନାରାବାଜି କରୁଛନ୍ତି ।

ଜିଲ୍ଲାରେ ସ୍ୱାସ୍ଥ୍ୟସେବାକୁ ଉନ୍ନତ କରିବା ପାଇଁ ଏକ ମେଡିକାଲ୍ କଲେଜ୍ ଓ ହସ୍ପିଟାଲ୍ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେବାକୁ ଦାବି ହୋଇଛି । ଆନ୍ଦୋଳନକାରୀମାନେ ରେଳରୋକ କରିବାର କାର୍ୟ୍ୟକ୍ରମ ରହିଛି । ଏହି ଦାବିରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସେପ୍ଟେମ୍ବର ୫ ତାରିଖରୁ ଜିଲାପାଳଙ୍କ ଆବାସିକ କାର୍ୟ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ