Masthead

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ରାଘବ-ପରୀ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ରାଜନେତା ରାଘବ ଚଡ୍ଡା ଓ ଅଭିନେତ୍ରୀ ପରିଣୀତି ଚୋପ୍ରାଙ୍କ ବାହାଘର । ଉଦୟପୁର ଲୀଲା ପ୍ୟାଲେସରେ ଏନେଇ ସବୁ ପ୍ରସ୍ତୁତି ସରିଛି । ଶନିବାର ମେହେନ୍ଦୀ, ସଂଗୀତ ହୋଇଥିବାବେଳେ ଆଜି ପଂଜାବୀ ରୀତିନୀତିରେ ହେବ ବାହାଘର । ରାଜସ୍ଥାନକୁ ଆସୁଛନ୍ତି ଅତିଥି ।

ଅଳ୍ପ କିଛି ଅତିଥି ଓ ସର୍ମ୍ପକୀୟଙ୍କ ଗହଣରେ ବିବାହ ବନ୍ଧନରେ ବାନ୍ଧି ହେବେ ରାଘବ ଓ ପରିଣୀତି । ପରେ ଦିଲ୍ଲୀରେ ଏକ ଗ୍ରାଣ୍ଡ ରିସେପସନ ପାର୍ଟିର ଆୟୋଜନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା