Masthead

ଏସିଆନ ଗେମ୍ସ: ଭାରତକୁ ୨ ପଦକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତକୁ ମିଳିଲା ପ୍ରଥମ ପଦକ । ଏସିଆନ୍ ଗେମ୍ସର ପ୍ରଥମ ଦିନରେ ଭାରତକୁ ସଫଳତା । ସୁଟିଂ ଓ ରୋଇଂରେ ଭାରତକୁ ମିଳିଲା ୨ଟି ରୌପ୍ୟ ପଦକ । ସୁଟିଂରେ ମହିଳା ଟିମକୁ ମିଳିଲା ରୌପ୍ୟ ପଦକ । ୧୦ ମିଟର ଏୟାର ରାଇଫଲ ଟିମ୍ ଇଭେଣ୍ଟରେ ସଫଳତା । ମେହୁଲି ଘୋଷ, ରମିତା ଓ ଅସି ଚୋକ୍ସି ଆଣିଲେ ସଫଳତା ।

ରୋଇଂରେ ଅରବିନ୍ଦ ସିଂ ଓ ଅର୍ଜୁନ ଲାଲ୍ ଜାଟଙ୍କୁ ମିଳିଲା ରୌପ୍ୟ ପଦକ । ପୁରୁଷ ଲାଇଟ ଓ୍ବେଟ୍ ଡବଲ୍ସରେ ଭାରତକୁ ମିଳିଲା ରୌପ୍ୟ ପଦକ । ପ୍ରଥମ ଦିନରେ ଆରମ୍ଭରୁ ହାତେଇଲା ୨ଟି ପଦକ । ସିଲଭର ମେଡାଲରୁ ଭାରତ ଆରମ୍ଭ କରିଛି ପଦକ ଯାତ୍ରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ