Masthead

ରାଜ୍ୟରେ ବଢୁଛିି ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍ । ଗୋଟେ ପରେ ଗୋଟେ ଜିଲ୍ଲାରେ କାୟା ବିସ୍ତାର କରୁଛି ସ୍କ୍ରବ ଟାଇଫସ୍ । ୨୪ ଘଣ୍ଟାରେ ପୁଣି ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୦କୁ ବୃଦ୍ଧି ପାଇଛି । ଏହିରୋଗରେ ଜଣଙ୍କର ମୃତ୍ୟୁ ମଧ୍ୟ ହୋଇଛି ।

ସେହପରି ବଲାଙ୍ଗୀରରେ ମଧ୍ୟ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ଦୁଇମାସ ମଧ୍ୟରେ ବଲାଙ୍ଗୀରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୩୭ ଛୁଇଁଛି । ଲୋକଙ୍କୁ ଅଧିକ ସଚେତନତା କରିବା ପାଇଁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସଚେତନ କରାଯାଉଛି । ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ହସ୍ପିଟାଲ ମଧ୍ୟ ପ୍ରସ୍ତୁତ ଥିବା କହିଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ । ବର୍ଷା ଯୋଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ବର୍ଷା କମିଲେ ଏହା ଧୀରେ ଧୀରେ କମିଯିବ ବୋଲି କହିଛନ୍ତି ଚିକିତ୍ସାଧିକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼