Masthead

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତୀୟ ମହିଳା କ୍ରିକେଟ ଦଳ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) ଏସୀ୍ୟ କ୍ରୀଡ଼ାରେ ଭାରତର ଦମଦାର ପ୍ରଦର୍ଶନ ଦେଖିବାକୁ ମିଳିଛି । ଏସିଆନ ଗେମ୍ସ କ୍ରିକେଟରେ ଭାରତୀୟ ମହିଳା କ୍ରିକେଟ ଦଳ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ସେମିଫାଇନାଲ ମ୍ୟାଚ ଖେଳାଯାଇଥିଲା । ଏସୀ୍ର କ୍ରିଡ଼ା ମହିଳା ଟି-ଟ୍ୱେଣ୍ଟି କ୍ରିକେଟ ପ୍ରତିଯୋଗିତାରେ ଫାଇନାଲ ସ୍ଥାନ ପକ୍କା କରିଛି ଭାରତ । ଭାରତ ବାଂଲାଦେଶକୁ ୮ ୱିକେଟରେ ଯରାଇ ଫାଇନାଲରେ ପ୍ରବେଶ କରିଛି ।

ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିଲା ବାଂଲାଦେଣ । ୫୧ ରନରେ ଅଲଆଉଟ୍ ହୋଇଥିଲା ବାଂଲାଦେଶ । ୫୨ ରନର ଛୋଟିଆ ବିଜୟ ଏକ୍ଷ୍ୟ ନେଇ ପାଲି ଆରମ୍ଭ କରିଥିଲା ଭାରତ । ୮ ସ୍ୱିକେଟରେ ବିଜୟ ହାସଲ କରି ନେଇଥିଲା ଭାରତ । ମାଲେସିଆ ବିପକ୍ଷ ମ୍ୟାଚ ବାତିଲ ହେବା ପରେ ଭାରତୀୟ ନଳ ଆଇସିସି ମାନ୍ୟତା ଅନୁସାରେ ସେମିଫାଇନାଲରେ ପ୍ରବେଶ କରିଥିଲା ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି