Masthead

ଏସିଆନ ଗେମ୍ସରେ ପ୍ରଥମ ଦିନରେ ଭାରତକୁ ସଫଳତା, ମିଳିଲା ୫ ପଦକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) ଏସିଆନ ଗେମ୍ସ ୨୦୨୩ର ପ୍ରଥମ ଦିନରେ ଭାରତର ପ୍ରଦର୍ଶନ ବହୁତ ଭଳ ରହିଛି । ଭାରତ୍ରୀ ଖେଳାଳି ଏପର‌୍ୟ୍ୟନ୍ତ ୫ଟି ପଦକ ଜିତିଛନ୍ତି । ସେଥିମଧ୍ୟରୁ ୩ଟି ରହିଛି ସିଲଭର ପଦକ। ଭାରତୀୟ ମହିଳା କ୍ରିକେଟ ଟିମ ଏସୀୟ ଗେମ୍ସର ଫାଇନାଲରେ ପ୍ରବେଶ କରି ଆଉ ଏକ ପଦକ ହାସଲ କରିଛି । ସୋମବାର ଖେଳାଯିବ ଫାଇନାଲ ମ୍ୟାଚ ।

ଅର୍ଜ୍ଜୁନ ଲାଲ ଜଟ ଏବଂ ଅରବିନ୍ଦ ସିଂ ପୁରୁଷ ହାଲୁକା ଡବଲ ସ୍କଲରେ ରୋଇଂରେ ସିଲଭର ପଦକ ଜିତିଥିଲେ । ଏହି ସମୟରେ କ୍ରିକେଟରେ ଭାରତୀୟ ମହିଳା ଦଳ ସହଜରେ ବାଂଲାଦେଶ ଦଳକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲେ । ରୋଇଂରେ ୩ଟି ଓ ସୁଟିଂରେ ୨ଟି ପଦକ । ପ୍ରଥମ ପଦକ ଜିତିଲେ ମହିଳା ସୁଟିଂ ଟିମ୍ । ସୁଟିଂ ଓ ରୋଇଂରେ ଭାରତକୁ ମିଳିଲା ୨ଟି ରୌପ୍ୟ ଓ ଗୋଟିଏ ବ୍ରୋଞ୍ଜ ପଦକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ