Masthead

ଆଜିବି ମୌଳିକ ସୁବିଧାରୁ ବଞ୍ଚିତ ଅଛନ୍ତି ଗ୍ରାମବାସୀ

ବନ୍ତ (ବଡ଼ ଖବର ବ୍ୟୁରୋ): ରାସ୍ତା ପାଲଟିଛି ମରଣ ଯନ୍ତା । କାଦୁଅ ସର ସର ରାସ୍ତା ଦେଇ ପ୍ରତ୍ୟେକ ଦିନ ଶହ ଶହ ଲୋକେ ଯାତାୟତ କରୁଛନ୍ତି । ହେଲେ କାହାରି ନଜର ପଡୁନି ଏହି ରାସ୍ତା ଉପରେ । ବନ୍ତ ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ପଞ୍ଚାୟତର ତରାଗୋ ଗାଁ କଥା। ଏହି ଗ୍ରାମର ୫ ଓ ୬ ନମ୍ୱର ୱାର୍ଡକୁ ସଂଯୋଗ କରୁଥିବା ଏହି ରାସ୍ତା ଏବେ ମରଣ ଯନ୍ତା ପାଲଟିଯାଇଛି।

ଏହି ରାସ୍ତା ଦେଇ ପ୍ରତ୍ୟେକ ଦିନ ଛାତ୍ରଛାତ୍ରୀଙ୍କ ଠାରୁ ଆରମ୍ଭ କରି ୫୦୦ ରୁ ଅଧିକ ଲୋକ ଯାତାୟାତ କରିଥାନ୍ତି। ଯାହା ଫଳର ଅସରାଏ ବର୍ଷା ହେଲେ ଦୁର୍ଦ୍ଦଶା କହିଲେ ନସରେ। ଏନେଇ ବାରମ୍ବାର ବିଭାଗୀୟ ଅଧିକାରୀ ଓ ସ୍ଥାନୀୟ ନେତୃତ୍ୱଙ୍କୁ ଜଣାଇଲେ ମଧ୍ୟ କିଛି ଲାଭ ପାଇପାରୁ ନାହାନ୍ତି ଗ୍ରାମବାସୀ । ଜଳଜଳ ହୋଇ ଦିଶୁଛି ରାସ୍ତାର ଦୂରବସ୍ଥା । ତେବେ ନିଦ୍ରାରେ ଥିବା ପ୍ରଶାସନର କେବେ ନିଦ ଭାଙ୍ଗୁଛି ତାହା ଦେଖିବାକୁ ବାକି ରହିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା