Masthead

ଆତଙ୍କ ଖେଳାଇଛି ବାଘ

ସୁବର୍ଣ୍ଣପୁର(ବଡ଼ ଖବର ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବନାଞ୍ଚଳ ଅନ୍ତର୍ଗତ ଚଡେଇପଙ୍କ ମହାନଦୀ ଘାଟ ନିକଟରେ ଏକ କଲରା ପତରିଆ ବାଘ ବୁଲୁଥିବା ଦେଖିବାକୁ ମିଳିଛି । ଫଳରେ ସ୍ଥାନୀୟ ଲୋକେ ଆତଙ୍କିତ ହୋଇଛନ୍ତି । ଆଜି ସକାଳୁ ସ୍ଥାନୀୟ ଲୋକେ ବାଘକୁ ବୁଲୁଥିବା ଦେଖିଥିଲେ । ପରେ ଉଲୁଣ୍ଡା ବନବିଭାଗକୁ ଖବର ଦେଇଥିଲେ । ତେବେ ବନ ବିଭାଗର କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ବାଘକୁ ଟ୍ରାକିଂ କରୁଥିବା ସୂଚନା ମିଳିଛି । ତେବେ ବାଘଟି ନିକଟସ୍ଥ ଜଙ୍ଗଲରୁ ଆସିଥିବା ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ