Masthead

ବିଧାୟକଙ୍କୁ ବିରୋଧ

ନିମାପଡା(ବଡ଼ ଖବର ବ୍ୟୁରୋ) : ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ନିଜ ନିର୍ବାଚନମଣ୍ଡଳୀରେ କରାଗଲା ବିରୋଧ । କଳାପତାକା ଦେଖାଇ ବିଧାୟକଙ୍କ ଗାଡି ଆଗରେ ବିକ୍ଷୋଭ କରାଗଲା । କଳାପତାକା ଦେଖାଇବା ସହ କୁଶପୁତ୍ତଳିକା ମଧ୍ୟ ଦାହ କରାଯାଇଛି । ପଞ୍ଚୟତ କୋଠାଘର ଉଦଘାଟନ କାର୍ଯ୍ୟକ୍ରମରେ ଯୋଗ ଦେବାବେଳେ ବିରୋଧ କରାଗଲା । ଏନେଇ ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ