Masthead

ଟିମ୍ ଇଣ୍ଡିଆର ହଲ୍ଲାବୋଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଟିମ୍ ଇଣ୍ଡିଆର ହଲ୍ଲାବୋଲ। ନିରାଶ କଙ୍ଗାରୁ ଫ୍ୟାନ। ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚରେ କମାଲ ଦେଖାଇଛନ୍ତି ଟିମ୍ ରାହୁଲ ।

ପ୍ରଥମେ ଟସ୍ ଜିତି ଅଷ୍ଟ୍ରେଲିଆ ଭାରତକୁ ବ୍ୟାଟିଂ କରିବାକୁ ନିମନ୍ତ୍ରଣ କରିଥିଲା। ୫୦ ଓଭରରେ ବ୍ୟାଟିଂ କରି ଅଷ୍ଟ୍ରେଲିଆକୁ ୪୦୦ରନର ଟାର୍ଗେଟ ଦେଇଛି ଟିମ୍ ଇଣ୍ଡିଆ।

ଶୁଭମନ୍ ଗିଲ ଓ ଶ୍ରେୟସ ଆୟରଙ୍କ ଦମଦାର ଶତକ ଭାରତକୁ ଏକ ବିଶାଳ ସ୍କରେ ପହଞ୍ଚାଇଛି । ସେହିଭଳି ଅଧିନାୟକ କେ.ଏଲ ରାହୁଲ ପ୍ରଥମ ମ୍ୟାଚ ଭଳି ଦ୍ୱିତୀୟ ମ୍ୟାଚରେ ମଧ୍ୟ ଅର୍ଦ୍ଧଶତକ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ