Masthead

ୱାୟାନାଡରୁ ନୁହେଁ ହାଇଦ୍ରାବାଦରୁ ପ୍ରତିଦ୍ୱନ୍ଦ୍ୱିତା କରି ଦେଖାଅ: ଅସଦୁଦ୍ଦିନ ଓୱେସି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କୁ ଚ୍ୟାଲେଞ୍ଜ ଦେଇଛନ୍ତି ଅଲ ଇଣ୍ଡିଆ ମଜଲିସ-ଇ-ଇଥାହାଦୁଲ ମୁସଲିମ (ଏଆଇଏମଆଇଏମ) ମୁଖ୍ୟ ଅସଦୁଦ୍ଦିନ ଓୱେସି । କହିଛନ୍ତି ଆଗାମୀ ଲୋକସଭା ନିର୍ବାଚନରେ ୱାୟାନାଡରୁ ନୁହେଁ ବରଂ ହାଇଦ୍ରାବାଦରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚ୍ୟାଲେଞ୍ଜ କରିଛନ୍ତି।

ଓୱେସି ତାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ ହାଇଦ୍ରାବାଦରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି କହିଛନ୍ତି ଉତ୍ତରପ୍ରଦେଶର ଅଯୋଧ୍ୟାରେ କଂଗ୍ରେସ ଶାସନ ସମୟରେ ବାବ୍ରି ମସଜିଦ ଭାଙ୍ଗି ଦିଆଯାଇଥିଲା। ମୁଁ ତୁମର ନେତା (ରାହୁଲ ଗାନ୍ଧୀ)କୁ ୱାୟାନାଡରୁ ନୁହେଁ ବରଂ ହାଇଦ୍ରାବାଦରୁ ନିର୍ବାଚନ ଲଢିବାକୁ ଚ୍ୟାଲେଞ୍ଜ କରୁଛି। ଏଠାକୁ ଆସ ଏବଂ ମୋ ବିପକ୍ଷରେ ଲଢ। କଂଗ୍ରେସ ଲୋକମାନେ ବହୁତ କିଛି କହିବେ, କିନ୍ତୁ ମୁଁ ପ୍ରସ୍ତୁତ ଅଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ