Masthead

ବିଜେପି ଦଳର ବୟାନ ନିନ୍ଦା ଜନକ:ପ୍ରତାପ ଦେବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ପ୍ରତାପ ଦେବ କହିଛନ୍ତି ,ବିଜେପି ଦଳର ବୟାନ ନିନ୍ଦା ଜନକ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଲୋକଙ୍କ ପଖାକୁ ଯାଇ ବିଭିନ୍ନ ସମସ୍ୟାର ସମାଧାନ କରୁଛନ୍ତି । ବଜେପି ବିଧାୟକମାନେ ତାଙ୍କ ନିର୍ବାଚନ ମଣ୍ଡଳୀର ଲୋକଙ୍କୁ ପଚାରନ୍ତୁ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତାଙ୍କ ପାଖରେ ପହଁଚିଲା ପରେ ସମସ୍ୟାର ସମାଧାନ ହୋଇଛି ନା ନାହିଁ। ଯଦି ଏହାକୁ ସେମାନେ ହୃଦୟଙ୍ଗମ କରି ପାରୁନାହାନ୍ତି। ତାହାଲେ ତାଙ୍କୁ କଣ କୁହାଯିବ। ଲୋକଙ୍କ ଉନ୍ନତି ପାଇଁ ଆମେ ବିଧାୟକ ହୋଇଛି। ଯଦି ବିଜେପି ବିଧାୟକମାନେ ଉନ୍ନତି ଚାହୁଁ ନାହାନ୍ତି ତାହାଲେ ଲିଖିତ ଭାବେ ଦିଅନ୍ତୁ । ତାଙ୍କ ନିର୍ବାଚନ ମଣ୍ଡଳୀରେ ବିକାଶ ଆବଶ୍ୟକ ନାହିଁ। ଓଡ଼ିଶାର ହିତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ