Masthead

୨୦ ଦଫା ଦାବି ନେଇ ଆନ୍ଦୋଳନ ଜୋରଦାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ରାଜଧାନୀରେ ଶହ ଶହ ଆଶାକର୍ମୀଙ୍କ ଆନ୍ଦୋଳନ । ପ୍ରତିବାଦ ବେଳେ ପୋଲିସ ସହ ଧସ୍ତାଧସ୍ତି । ୨୦ ଦଫା ଦାବିକୁ ନେଇ ଲୋୟର ପିଏମଜିରେ ଆନ୍ଦୋଳନ କରୁଛନ୍ତି ଆଶାକର୍ମୀ । ବିଧାନସଭା ଅଭିମୁକେ ଯିବା ବେଳେ ତାଙ୍କୁ ଅଟକାଇଛି ପୋଲିସ ।

ସ୍ଥା୍ୟୀ କର୍ମାଚାରୀ ମାନ୍ୟତା, ମାସିକ ୨୬ ହଜାର ଟଙ୍କା ଦରମା, ୧୦ହଜାର ଟଙ୍କା ପେନସନ ଆଦି ୨୦ ଦଫା ଦାବି ନେଇ ଆନ୍ଦୋଳନ କରିଛନ୍ତି ଆଶାକର୍ମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ