Masthead

ରାଜ୍ୟ ଶାସନ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲେ ଜୟନାରାୟଣ ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ବିରେଧୀ ଦଳ ନେତାଙ୍କ ଜବାବ । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଲେ, କାହିଁକି ମୁଲତବି ପ୍ରସ୍ତାବକୁ ଆଗ୍ରହ୍ୟ କରାଗଲା । ବିରୋଧୀ ବିଧାୟକ କରିଥିବା ପ୍ରଶ୍ନର କାହିଁକି ମିଳିଲାନି ଉତ୍ତର? ରାଜ୍ୟ ଶାସନ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲେ ଜୟନାରାୟଣ ମିଶ୍ର । ବିରୋଧୀ ଦଳ ନେତା କହୁଥିବା ବେଳେ ତାଙ୍କ ମାଇକ ବନ୍ଦ କରିଦିଆଗଲା । ଯାହା କି ବିଧାନସଭା ଇତିହାସରେ ପ୍ରଥମ ଘଟଣା ।

ରାଜ୍ୟରେ ଗଣତାନ୍ତ୍ରିକ ବ୍ୟବସ୍ଥା ଭୁସୁଡି ପଡିଛି । ସରକାର ଉତ୍ତର ଦେବା ପାଇଁ ବାଧ୍ୟ । ଆମେ ଯେଉଁ ପ୍ରଶ୍ନ କରିଛୁ ତାହା ହେଉଛି ଲୋକଙ୍କ ପ୍ରଶ୍ନ । ଳୋକେ ନବୀନ ପଟ୍ଟନାୟକଙ୍କୁ ଭୋଟ ଦେଇଛନ୍ତି । କିନ୍ତୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଅଣଦେଖା କରୁଛନ୍ତି ବେଲି କହିଛନ୍ତି, ଜୟନାରାୟଣ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ