Masthead

ମାହାଙ୍ଗା ଡବଲ ମର୍ଡର ଘଟଣା, ପ୍ରତାପଙ୍କ ନାଁରେ ମାମଲା ଚାଲୁ ରଖିବାକୁ କୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣା । ମାହାଙ୍ଗା ଡବଲ ମର୍ଡର ଘଟଣାରେ ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅଡୁଆ । ପ୍ରତାପ ଜେନାଙ୍କ ନାଁରେ ମାମଲା ଚାଲୁ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସାଲେପୁର ଜେଏମଏଫସି କୋର୍ଟ । ୨୦୨୧ ଜାନୁୟାରୀରେ ହୋଇଥିଲା ମାହାଙ୍ଗା ମର୍ଡର । ବିଜେପି ନେତା କୁଳମଣି ବରାଳ ଓ ଦିବ୍ୟସଂହ ବରାଳଙ୍କୁ ହତ୍ୟା କରାଯାଇଥିଲା । ବିଧାୟକ ହୋଇଥିବାରୁ ଭୁବନେଶ୍ୱର ସ୍ପେଶାଲ କୋର୍ଟକୁ ସ୍ଥାନାନ୍ତରିତ କରାଯାଇଛି । ପ୍ରତାପ ଜେନାଙ୍କ ବିରୋଧରେ ଲାଗିଛି ଦଫା ୩୦୨ ।ହତ୍ୟା ଷଡଯନ୍ତ୍ର ଓ ଧମକ ଦଫାରେ ରେ ଚାଲିବ ମାମଲା ।ସିଡିଆର ରିପୋର୍ଟ ଓ ସାକ୍ଷି ପ୍ରମାଣ ଆଧାରେ କରାଯିବ ମାମଲା । ୧୩ ଜଣଙ୍କ ନାଁରେ ହୋଇଥିଲା ଏତେଲା ହେଲେ ଗିରଫ ହେଲେ ୯ ଜଣ । ପୋଲିସ ଚାର୍ଜସିଟରୁ କାଟିଦେଇଥିଲା ପ୍ରତାପ ଜେନାଙ୍କ ନାଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି