Masthead

ଆଜି ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶର ୪୬ଟି ସ୍ଥାନରେ ଆଜି ହେବ ନିଯୁକ୍ତି ମେଳା । ପ୍ରଧାନମନ୍ତ୍ରି ମୋଦି ଆଜି ପ୍ରାର୍ଥୀମାନଙ୍କୁ ବାଣ୍ଟିବେ ନିଯୁକ୍ତି ପତ୍ର । ସକାଳ ୧୦ଟା ୩୦ରେ ଭିଡିଓ କନଫରେନ୍ସିଂରେ ସାମିଲ ହେବେ ପ୍ରଧାନମନ୍ତ୍ରୀ । ଆଜି ୫୧ ହଜାରରୁ ଅଧିକ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବିତରଣ କରାଯିବ । ଦେଶର ୧୦ ଲକ୍ଷ ଯୁବକ ଯୁବତୀଙ୍କୁ ସରକାରୀ ନିଯୁକ୍ତି ଦେବା ପାଇଁ ରୋଜଗାର ମେଳା କରାଯାଉଛି । ଭାରତ ସରକାର ଓ ସହଯୋଗୀ ରାଜ୍ୟ ସରକାରଙ୍କ ଦ୍ୱାରା ମିଳିତ ଭାବେ ରୋଜଗାରର ଲକ୍ଷାଧିକ ନୂଆ ନିଯୁକ୍ତି ସୃଷ୍ଟି କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା