Masthead

ପ୍ରଶ୍ନକୁ ରିଜେକ୍ଟ କରିଦିଆଯାଉଛି: ବିଜେପି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନର ତୃତୀୟ ଦିନ । ଆରମ୍ଭରୁ ହଟ୍ଟଗୋଳ, ଗୃହ ମୁଲତବି । ଦିନ ୧୨ଟା ଯାଏଁ ଗୃହ ମୁଲତବି । ପ୍ରଶ୍ନକୁ ରିଜେକ୍ଟ କରି ଦିଆଯାଉଛି କହି ଗୃହରେ ବିଜେପିର ହଟ୍ଟଗୋଳ । ଗୃହ ସୁପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି ପ୍ରମିଳା ମଲ୍ଲିକ । ପ୍ରଶ୍ନକାଳ ଆରମ୍ଭରୁ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ ବିଜେପି ବିଧାୟକ ।

ବିଭିନ୍ନ ପ୍ରସଙ୍ଗକୁ ନେଇ ହାତରେ କଳାପଟି ବାନ୍ଧି ବାଚସ୍ପତିଙ୍କ ପୋଡିୟମ ତଳେ ହଟ୍ଟଗୋଳ କରିଥିଲେ ବିରୋଧୀ । ବିଜେଡି ବିଧାୟକ ମଧ୍ୟ ଏମଏସପି ପ୍ରସଙ୍ଗ ଉଠାଇ ନିଜ ଆସନରେ ଛିଡା ହୋଇ ପ୍ରତିବାଦ କରିଥିଲେ । ଫଳରେ ଗୃହକୁ ଦିନ ୧୨ଟା ଯାଏଁ ମୁଲତବି କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ । ଗତକାଲି ମଧ୍ୟ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହକୁ ବାରମ୍ବାର ମୁଲତବି କରିଥିଲେ ବାଚସ୍ପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ