Masthead

ଗୃହରେ ବିରୋଧୀଙ୍କ ହୋହଲ୍ଲା ଦୁର୍ଭାଗ୍ୟଜନକ: ପ୍ରଶାନ୍ତ ମୁଦୁଲି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବି ଗୃହରେ ଅଚଳାବସ୍ଥା । ଆରମ୍ଭରୁ ଗୃହରେ ବିଜେପିର ହୋହଲ୍ଲା । ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି । ଏହାକୁ ଅତି ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି । ଆଜି ବି ବିଜେପି ଗୃହ ଚଳାଇ ଦେଲାନି ବୋଲି କହିଛନ୍ତି । ଗୃହ ପରିଚାଳନରେ ବିରୋଧୀ ଦଳ ଭାବେ ସେମାନଙ୍କ ବି ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଉଛି ପ୍ରଶ୍ନଉତ୍ତର କାଳ । ହେଲେ ସେମାନେ ଚଳାଇ ଦେଲେନି । ବାଚସ୍ପତି ସର୍ବଦଳୀୟ ବୈଠକ ଡକାଇଛନ୍ତି । ବିଜେଡି ବିଭିନ୍ନ ସମୟରେ ବିଭିନ୍ନ କେନ୍ଦ୍ର ଅବହେଳା ବିରୋଧରେ ସ୍ୱର ଉଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା