Masthead

ଆଗାମୀ ଦିନରେ ସରକାରୀ କର୍ମଚାରୀଙ୍କ ଭୂମିକା ବଢିବାକୁ ଯାଉଛି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମଙ୍ଗଳବାର ନବମ ନିଯୁକ୍ତି ମେଳାରେ ୫୧ ହଜାର ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଆଜି ସରକାରୀ ସେବା ପାଇଁ ନିଯୁକ୍ତି ପତ୍ର ଗ୍ରହଣ କରିଥିବା ସମସ୍ତ ପ୍ରାର୍ଥୀଙ୍କୁ ଅଭିନନ୍ଦନ। ଆପଣ ସମସ୍ତେ କଠିନ ପରିଶ୍ରମ ପରେ ଏହି ସଫଳତା ହାସଲ କରିଛନ୍ତି । ଆପଣ ଲକ୍ଷ ଲକ୍ଷ ପ୍ରାର୍ଥୀଙ୍କ ମଧ୍ୟରୁ ମନୋନୀତ ହୋଇଛନ୍ତି ।

ଭିଡିଓ କନଫରେନ୍ସିଂ ମାଧ୍ୟମରେ ପିଏମ ମୋଦି ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିଲେ। ସେ କହିଛନ୍ତି, “ଆଜି ଆମ ଦେଶ ଐତିହାସିକ ନିଷ୍ପତ୍ତି ନେଉଛି ଏବଂ ନୂତନ ଭାରତ କମାଲ କରୁଛି । ଆଗାମୀ ଦିନରେ ସରକାରୀ କର୍ମଚାରୀଙ୍କ ଭୂମିକା ବଢିବାକୁ ଯାଉଛି। ଗତ ୯ ବର୍ଷ ମଧ୍ୟରେ ସରକାର ମିଶନ ମୋଡରେ କାମ କରିଛନ୍ତି। ଏହି ଯୋଜନା ପ୍ରତ୍ୟେକ ସ୍ତରରେ ଦେଖିବାକୁ ମିଳୁଛି। କେନ୍ଦ୍ର ସରକାରଙ୍କ ନୀତିକୁ କାର୍ଯ୍ୟକାରୀ କରିବା ସରକାରୀ କର୍ମଚାରୀଙ୍କ କାମ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ