Masthead

ହଟ୍ଟଗୋଳ ଯୋଗୁଁ ଆଲୋଚନା ହୋଇପାରୁନାହିଁ: ତାରାପ୍ରସାଦ ବାହିନୀପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାରମ୍ବାର ଗୃହ ମୁଲତବିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି । ବିଧାନସଭା ଲୋକଙ୍କ ଟୀକସରେ ଚାଲେ । ଆମେ ଆଲୋଚନା ଚାହୁଁଛୁ । ହେଲେ ବିଜେପି ବିଜେଡି ବନ୍ଦ କରି କଣ୍ଠରୋଧ କରୁଛନ୍ତି । ରାଜରାସ୍ତାରେ ଶିକ୍ଷକ, ସରପଞ୍ଚ ମୁଲତବି ପ୍ରସ୍ତାବ ଦିଆଯାଇଛି ।

ହଟ୍ଟଗୋଳ ଯୋଗୁଁ ଆଲୋଚନା ହୋଇପାରୁନାହିଁ । ବିଜେଡି ବିଜେପି ଗୋଟିଏ ମୁଦ୍ରାରେ ଦୁଇଟି ପାର୍ଶ୍ଵ ବୋଲି କହିଛନ୍ତି ତାରାପ୍ରସାଦ । ସର୍ବସମ୍ମତି ପ୍ରସ୍ତାବରେ ଏମଏସପି ୨୯୩୦ ଟଙ୍କା ପାରିତ ହୋଇଥିଲା । ହେଲେ ପ୍ରଧାନମନ୍ତ୍ରୀ ଏ ଦିଗରେ ଭେଟିବାକୁ ସମୟ ଦେଲନି । ମୁଖ୍ୟମନ୍ତ୍ରୀ ଯାଇ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା