Masthead

୨୫ ମିଟର ପିସ୍ତଲ ମହିଳା ଇଭେଣ୍ଟରେ ଭାରତକୁ ମିଳିଛି ସ୍ବର୍ଣ୍ଣ ପଦକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଏସିଆନ୍ ଗେମ୍ସରେ ଚୀନରେ ଚମକିଲେ ଭାରତୀୟ କ୍ରୀଡାବିତ । ୨୫ ମିଟର ପିସ୍ତଲ ମହିଳା ଇଭେଣ୍ଟରେ ଭାରତକୁ ସ୍ବର୍ଣ୍ଣ ପଦକ ମିଳିଛି । ମନୁ ଭାକର, ଇଶା ସିଂ ଓ ରିଦିମ୍ ସଙ୍ଗୱାନଙ୍କୁ ମିଳିତ ସଫଳତା ମିଳିଛି । ଭାରତ ଏବେ ସୁଦ୍ଧା ମୋଟ ୪ଟି ସ୍ୱର୍ଣ୍ଣ ପଦକ ଜିତିଛି । ଏପର୍ୟ୍ୟନ୍ତ ଭାରତକୁ ୪ଟି ସୁନା , ୫ଟି ରୌପ୍ୟ ଓ ୭ଟି ବ୍ରୋଞ୍ଜ ପଦକ ମିଳିଛି । ୧୬ପଦକ ସହ ତାଲିକାର ସପ୍ତମ ସ୍ଥାନରେ ରହିଛି ଭାରତ । ଅନ୍ୟପଟେ ୫୦ମିଟର ରାଇଫଲ୍ସ ୩ ପୋଜିସନରେ ଭାରତକୁ ରୌପ୍ୟ ପଦକ ମିଳିଛି । ସାମ୍ରା, ଆଶି ଓ ମାନିନୀ ଟିମ୍‌ ଇଭେଣ୍ଟରେ ଜିତିଲେ ରୌପ୍ୟ ପଦକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା