Masthead

ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଘଟଣା, ତଦନ୍ତ କଲେ ଜିଲ୍ଲାପାଳ

ବରୀ(ବଡ଼ ଖବର ବ୍ୟୁରୋ): ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଘଟଣା ତଦନ୍ତ କଲେ ଜିଲ୍ଲାପାଳ ସ୍ୱାସ୍ଥ୍ୟ ଅଧିକାରୀ । ନିର୍ମାଣ ଧିନ ଗୃହ କାର୍ୟ୍ୟ ବିଳମ୍ବ ଯୋଗୁଁ ବିଭାଗୀୟ ଅଧିକାରୀ ଙ୍କ ଉପରେ ବର୍ଷିଲେ ଜିଲ୍ଲାପାଳ। ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ଅବହେଳା କରିବା ସହ ଭୁଲ ଇଞ୍ଜେକ୍ସନ ପାଇଁ ଏକ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ । ପରେ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ପରିବାର ଲୋକଙ୍କ ସହ ସ୍ଥାନୀୟ ଲୋକଙ୍କ ଭଙ୍ଗରୁଜା ପୋଡ଼ାଜଳା କରିଥିଲେ ।

ଦୀର୍ଘଦିନ ଧରି ବରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାର ଅବହେଳା ହେଉଥିବା ବେଳେ ଜିଲ୍ଲାପାଳଙ୍କ ଗସ୍ତ ସମୟରେ ସ୍ଥାନୀୟ ଲୋକେ ବିଭିନ୍ନ ସମସ୍ୟା ଉପରେ ଜିଲ୍ଲାପାଳଙ୍କୁ କହିଥିଲେ । ଏବଂ ଅସନ୍ତୋଷ ବ୍ୟକ୍ତ କରିଥିଲେ ଜିଲ୍ଲାପାଳ । ଏଥିସହ ସବୁଦିନ ସକାଳ ୮ ଟାରୁ ରାତି ୮ ଟା ପର୍ୟ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ପରୀକ୍ଷା ଗାରା ସହ ନିରାମୟ ଖୋଲା ରଖିବା ସହ ଡାକ୍ତର ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା