Masthead

ପୁଣି ଜାଲ ନୋଟ କାରବାର, ୨ ଅଭିଯୁକ୍ତ ଅଟକ

ନୀଳଗିରି(ବଡ଼ ଖବର ବ୍ୟୁରୋ): ପୁଣି ଜାଲ ନୋଟ କାରବାର । ୨ ଅଭିଯୁକ୍ତ ଅଟକ । ନୀଳଗିରିରେ ମାସକ ପୂର୍ବରୁ ୩୨ ହଜାର ୭ସହ ଜାଲ ନୋଟ ଜବତ ହବା ସହ ଦୁଇ ଜଣ ଧରାପଡ଼ି ଜେଲ ଯାଇଥିଲେ । ଗତକାଲି ପୁଣି ଥରେ ଜାଲନୋଟ୍ ବୁଲିବାର ଚିତ୍ର ଲୋକ ଲୋଚନକୁ ଆସିଛି। ଗରାଖ ବେଶରେ ଆସି ୨ଜଣ ଯୁବକ ସାମଗ୍ରୀ କିଣୁଥିବା ବେଳେ ଧରା ପଡିଛନ୍ତି। ବରହମପୁର ଥାନା ଅଧୀନ ବାଉଁଶପାଳ ଗାଁର ସୁଶାନ୍ତ ପାତ୍ର ଓ ବରହମପୁର ଗାଁର ଟିକିନା ବେହେରାଙ୍କୁ ଅଟକ ରଖିଛି ପୋଲିସ । ଏନେଇ ତଦନ୍ତ ଜାରି ରହିଛି ବୋଲି ଆଇଆଇସି ଗୋପାଳ ଚନ୍ଦ୍ର କର୍ଣ୍ଣ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା