Masthead

ହାଙ୍ଗଝୌ ଏସୀୟ କ୍ରୀଡ଼ାରେ ଭାରତକୁ ପଞ୍ଚମ ସ୍ୱର୍ଣ୍ଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଭାରତକୁ ପଞ୍ଚମ ସ୍ୱର୍ଣ୍ଣ । ହାଙ୍ଗଝୌ ଏସୀୟ କ୍ରୀଡ଼ାରେ ଭାରତକୁ ପଞ୍ଚମ ସ୍ୱର୍ଣ୍ଣ । ମହିଳା ସୁଟିଂରେ ସ୍ୱର୍ଣ୍ଣ ଜିତିଲେ ସୁଟର ସାମ୍ରା । ୫୦ମି. ରାଇଫଲ ଥ୍ରୀ ପୋଜିସନ୍ ଇଭେଣ୍ଟରେ ଭାରତକୁ ସଫଳତା । ସମାନ ଇଭେଣ୍ଟରେ ବ୍ରୋଞ୍ଚ ଜିତିଲେ ଆଶି । ୫ ସ୍ୱର୍ଣ୍ଣ, ୫ ରୌପ୍ୟ, ୮ ବ୍ରୋଞ୍ଚ ହାତେଇଛି ଭାରତ । ସେହିପରି ୨୫ ମିଟର ପିସ୍ତଲ ଇଭେଣ୍ଟର ମହିଳା ବର୍ଗରେ ଭାରତ ଜିିତିଛି ସ୍ୱର୍ଣ୍ଣ ପଦକ । ମନୁ ଭାକର, ଇଶା ସିଂ ଓ ରିଦମ ସାଙ୍ଗୱାନ ଏହି ସଫଳତା ଆଣିଦେଇଛନ୍ତି । ଭାରତ ପକ୍ଷରୁ ସିପ୍ତ ସାମ୍ରା, ଆଶି ଚୌକସେ ଓ ମାନିନି କୌଶିକ ଏହି ସଫଳତା ଆଣିଛନ୍ତି । ଏବେ ସୁଦ୍ଧା ୧୮ଟି ପଦକ ଜିତିଛି ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା