Masthead

୯ଟି ବଲରେ ଅର୍ଦ୍ଧଶତକ କରି ଯୁବରାଜଙ୍କ ରେକର୍ଡ ଭାଙ୍ଗିଲେ ଦୀପେନ୍ଦ୍ର ସିଂ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏସୀୟ କ୍ରୀଡ଼ା କ୍ରିକେଟରେ ଇତିହାସ ରଚିଲା ନବାଗତ ନେପାଳ । ଟି-୨୦ ଫର୍ମାଟରେ ରନ୍‌ ବର୍ଷା କରି ଏକାଧିକ ରେକର୍ଡ ଭାଙ୍ଗିଲା ନେପାଳ । ଟି-୨୦ରେ ଦ୍ରୁତତମ ଶତକ, ଦ୍ରୁତତମ ଅର୍ଦ୍ଧଶତକ, ସର୍ବାଧିକ ଦଳୀୟ ସ୍କୋର, ସର୍ବାଧିକ ରନ୍ ବ୍ୟବଧାନରେ ବିଜୟ, ସବୁ ରେକର୍ଡ ହୋଇଛି ନେପାଳ ଓ ମଙ୍ଗୋଲିଆ ମଧ୍ୟରେ ଖେଳାଯାଇଥିବା ଏହି ମ୍ୟାଚରେ । ପ୍ରଥମେ ବ୍ୟାଟିଂ କରିଥିବା ନେପାଳର କୁଶଳ ମଲ୍ଲ ୩୪ ବଲରୁ ଶତକ ଅର୍ଜନ କରି ରେକର୍ଡ ସ୍ଥାପନ କରିଛନ୍ତି ।

ଟି-୨୦ ଇତିହାସରେ ପ୍ରଥମ ଦଳ ଭାବେ ୩୦୦ ରନ୍‌ ଟପିଲା ନେପାଳ। ଗୋଟିଏ ଇନିଂସରେ ୨୬ ଛକା ମଧ୍ୟ ସର୍ବାଧିକ ଛକାର ରେକର୍ଡ । ଦୀପେନ୍ଦ୍ର ୯ଟି ବଲରେ ଅର୍ଦ୍ଧଶତକ କରି ଯୁବରାଜଙ୍କ ରେକର୍ଡ ଭାଙ୍ଗିଲେ । ୩୪ଟି ବଲ୍‌ରେ ଶତକ ପୂରଣ କରି ରେକର୍ଡ କଲେ କୁଶଲ ମାଲା । ରୋହିତ ଶର୍ମା ଓ ଡେଭିଡ ମିଲରଙ୍କ ୩୫ ବଲ ଶତକ ରେକର୍ଡ ଭାଙ୍ଗିଲେ ମାଲା । ମଙ୍ଗୋଲିଆକୁ ୪୧ ରନ୍‌ରେ ଅଲଆଉଟ କରି ୨୭୪ ରନ୍‌ରେ ଜିତିଲା ଜିତିଲା ନେପାଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି