Masthead

ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ: ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ ସ୍ୱାଧୀକାର ଭଙ୍ଗ ନୋଟିସ ଆଣିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ । ୨୫ ତାରିଖରେ ମୁଖ୍ୟମନ୍ତ୍ରୀ ଦେଇଥିବା ବିବୃତିକୁ ନେଇ ସ୍ୱାଧୀକାର ଭଙ୍ଗ ନୋଟିସ ଆଣିଛନ୍ତି । ବିରୋଧୀ ଦଳ ଭାବେ ବିବୃତ୍ତି ମାଗି ନଥିଲୁ କିନ୍ତୁ ନିଜ ଆଡୁ ବିବୃତ୍ତି ରଖିଥିଲେ ମୁଖ୍ୟମନ୍ତ୍ରୀ । ଫାଇଭଟି ସଚିବଙ୍କୁ ଘଣ୍ଟ ଘୋଡାଇବା ପାଇଁ ବିବୃତି ରଖିଥିଲେ ଏବଂ ବିରୋଧୀମାନଙ୍କୁ ଜନବିରୋଧୀ କହିଥିଲେ । କିଏ ଜନ ବିରୋଧୀ ? ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ ଏବଂ ଏହି ଶବ୍ଦକୁ ବାଦ ଦିଅନ୍ତୁ ବୋଲି କହିଛନ୍ତି ମୋହନ ମାଝୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର