Masthead

ସ୍ୱାଧୀକାର ଭଙ୍ଗ ନୋଟିସ, ଜୋରଦାର ବିରୋଧ କଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୂନ୍ୟକାଳରେ ଶାସକ ବିରୋଧୀ ମୁହାଁମୁହିଁ । ଗୃହରେ ପୂରା ସରଗରମ ସ୍ଥିତି । ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ବିରୋଧୀଙ୍କ ସ୍ୱାଧୀକାର ଭଙ୍ଗ ନୋଟିସ । ସୋମବାର ଦେଇଥିବା ବିବୃତିରେ ଜନବିରୋଧୀ ଶବ୍ଦକୁ ନେଇ ଆପତ୍ତି । ବିରୋଧୀଙ୍କ ଦାବି ଆମକୁ ଜନବିରୋଧୀ କହିଥିବାରୁ ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ । ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିରୋଧୀ ଦଳ ନେତା ଉଠାଇଦେଲେ ବଡ଼ ପ୍ରଶ୍ନ ।

ଯାହାର ଜୋରଦାର ବିରୋଧ କଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ । ବିରୋଧୀ ଦଳର ନେତାଙ୍କ ବିରୋଧରେ ସ୍ୱାଧୀକାର ଭଙ୍ଗ ଆଣିବି । ଗୃହର ବାଚସ୍ପତିଙ୍କ ପୋଡିୟମ ଆଗରେ ଉଭୟ ଶାସକ ବିରୋଧୀଙ୍କ ହଙ୍ଗାମା ।ଜୟ ନାରାୟଣଙ୍କ ବିବୃତି ଗୃହର ବିବରଣୀରୁ ବାଦ । ଗଣମାଧ୍ୟମରେ ଏହା ନ ଯିବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ । ଗୃହ ୪ଟା ଯାଏ ମୁଲତବି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ